ls

ବଲାଙ୍ଗିର ଜିଲ୍ଲାରେ ଆଜି ୩ ଆକ୍ରାନ୍ତ ଚିହ୍ନଟ

sb

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୧୧ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଜିଲ୍ଲାରେ ୧୧ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

pc pk
Leave A Reply

Your email address will not be published.