ଆଜି ୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି କରୋନା ସଂକ୍ରମଣରେ ରାଜ୍ୟରେ ୫ ଜଣଙ୍କ ଜୀବନ ନେଇଛି କରୋନା । ଏ ସଂକ୍ରାନ୍ତରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପୁରୀ ଜିଲ୍ଲାରୁ ୩, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି ।

Leave A Reply

Your email address will not be published.