om academy

ରାଜ୍ୟରେ ଆଜି ୬ ଜଣଙ୍କ ଜୀବନ ନେଇଛି କରୋନା

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ରାଜ୍ୟରେ ୬ ଜଣଙ୍କ ଜୀବନ ନେଇଛି କରୋନା ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ମୃତ ବ୍ୟକ୍ତିଙ୍କ ମଧ୍ୟରେ ଗଂଜାମ ଜିଲ୍ଲାରୁ ୨ ଓ ଭୁବନେଶ୍ୱର, ଝାରସୁଗୁଡ଼ା ଜିଲ୍ଲା, ମୟୁରଭଂଜ ଜିଲ୍ଲା ଏବଂ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.