ଆଜି ରାଜ୍ୟରେ କରୋନାରେ ୩ ଜଣଙ୍କ ପ୍ରାଣହାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ରାଜ୍ୟରେ କରୋନା ସଂକ୍ରମଣରେ ୩ ଜଣଙ୍କ ପ୍ରାଣହାନୀ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପୁରୀ, ନୂଆପଡ଼ା ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି ।

Leave A Reply

Your email address will not be published.