ଆଜି ୧୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ୧୨ ଜଣଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ, ଭୁବନେଶ୍ୱରରୁ ୩ ଜଣ, ଅନଗୁଳରୁ ୨ ଜଣ ଓ ଢେଙ୍କାନାଳ ଜିଲ୍ଲା, ଯାଜପୁର ଜିଲ୍ଲା ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.