om academy

କରୋନା ଦ୍ୱିତୀୟ ଲହର ଅତି ମାରାତ୍ମକ : ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନା ଦ୍ୱିତୀୟ ଲହର ଅତି ମାରାତ୍ମକ ଅଟେ । କରୋନା ଭୂତାଣୁ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ଅଧିକ ସତର୍କତା ଅବଲମ୍ବନ କରନ୍ତୁ ଏବଂ ନିଜକୁ ତଥା ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ସହାୟକ ହୁଅନ୍ତୁ । ସମସ୍ତ କୋଭିଡ୍ ନିୟମାବଳୀ ପାଳନ କରନ୍ତୁ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.