ବଲାଙ୍ଗିର ଜିଲ୍ଲାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୪

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ନେଇ ସରକାରୀ ସୂତ୍ରରେ କୁହାଯାଇଛି । ତେବେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ.୧୧ରୁ ଜଣେ, ପୁଇଁନ୍ତଲା ବ୍ଲକ ରଣ୍ଡା ଗ୍ରା.ପ.ରୁ ଜଣେ ଏବଂ ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୬ରୁ ୨ ଜଣ ଚିହ୍ନଟ ହୋଇଛନ୍ତି । ଏବେ ଜିଲ୍ଲାରେ ୧୩ ଜଣ କରୋନା ଏକ୍‌ଟିଭ୍‌ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.