ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୧ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ସୂଚନା ଅନୁସାରେ ଟିଟିଲାଗଡ ପୌରାଂଚଳ ୱାର୍ଡ ନଂ.୧୨ରୁ ଏହି ସଂକ୍ରମିତ ଜଣକ ଚିହ୍ନଟ ହୋଇଛନ୍ତି । ସୂଚନା ଯୋଗ୍ୟ ଯେ, ସାରା ବିଶ୍ୱରେ କରୋନା ନୂତନ ଭେରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଭାରତରେ ମଧ୍ୟ ଓମିକ୍ରନ ନିଜର ଉପସ୍ଥିତି ଜାହିର କରି ସାରିଛି । ଅନ୍ୟପକ୍ଷରେ ଓମିକ୍ରନ ସଂକ୍ରମଣକୁ ରୋକିବା ପାଇଁ ସତର୍କ ରହିଛନ୍ତି ଭାରତ ସରକାର ।

Leave A Reply

Your email address will not be published.