pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୧୧ଜଣ । ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୂଆପଡ଼ା, ମାଲକାନାଗିରି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

jay balangir
Leave A Reply

Your email address will not be published.

eight + 1 =

error: Content is protected !!