ls

କରୋନାର କରୁଣ ଚିତ୍ର : ଗତ ୨୪ ଘଣ୍ଟାରେ ଆଉ ୧୯ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ

sb

ଭୁବନେଶ୍ୱର : ଦିନକୁ ଦିନ କରୋନାର ସଂକ୍ରମଣ ବଢିବାରେ ଲାଗିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ କମୁ ନାହିିିଁ । ତେବେ ଗତ ୨୪ ଘଣ୍ଟାରେ ଆଉ ୧୯ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ ଜଣ,ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ମାଲକାନଗିରି, ନୂଆପଡ଼ା, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

pc pk
Leave A Reply

Your email address will not be published.