om academy

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୬୨ଜଣକୁ ବୃଦ୍ଧି ପାଇଛି । ୭ ଜଣ ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ପୁରୀରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.