pakka

ପୁଣି ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୯୮କୁ ବୃଦ୍ଧି ପାଇଛି । କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

jay balangir
Leave A Reply

Your email address will not be published.

one × one =

error: Content is protected !!