pakka

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର ଜିଲ୍ଲାରୁ ଜଣେ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

2 × four =