pakka

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୯କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

nine + 12 =