ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୧ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ବରର ୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Prev Post
Next Post