pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୩ ବୃଦ୍ଧି ପାଇଛି । ଭୁବନେଶ୍ଵରରୁ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

jay balangir
Leave A Reply

Your email address will not be published.

11 + thirteen =