ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୮ବୃଦ୍ଧି ପାଇଛି । କଟକ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

two × two =