pakka

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣେ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୪୭ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନା ଅନୁଯାୟୀ, ମୃତକ କେନ୍ଦ୍ରାପଡ଼ା ଜିଲ୍ଲାରୁ ହୋଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

2 + eleven =