centurian jitm

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

nschool

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୭୧ କୁ ବୃଦ୍ଧି ପାଇଛି । ମୃତକ ମାନେ ଅନୁଗୁଳ, କେନ୍ଦ୍ରାପଡା ଓ ନୟାଗଡରୁ ଜଣେ ଲେଖାଏଁ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.