pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ଜଣେ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

two × 1 =