pakka

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା

bbehera

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୯୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୫, ଗଞ୍ଜାମରୁ ୩, ଅନୁଗୁଳ, ନବରଙ୍ଗପୁରରୁ ୨ ଜଣ ଲେଖାଏଁ, ଭଦ୍ରକ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ ଓ ପୁରୀରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ଜଣାପଡିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

jay balangir
Leave A Reply

Your email address will not be published.

three × five =

error: Content is protected !!