oum

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

jsm

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୦୧ କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯ ଜଣ, କଟକ ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ବଲାଙ୍ଗିର ଜିଲ୍ଲାରୁ ୩ ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ଝାରସୁଗୁଡ଼ା, କଳାହାଣ୍ଡି, ସୋନପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.