p purohi

ରାଜ୍ୟରେ ଆଜି ୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

dr. purohit

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୯୯ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୧ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୬, ବାଲେଶ୍ୱରରୁ ୭, ବରଗଡ଼ରୁ ୩, ବଲାଙ୍ଗିରରୁ ୧, ବୌଦ୍ଧରୁ ୧, କଟକରୁ ୮, ଢେଙ୍କାନାଲରୁ ୧, ଗଞ୍ଜାମରୁ୧, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୧, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୧୪, କୋରାପୁଟରୁ ୧, ମୟୁରଭଞ୍ଜରୁ ୩, ନୂଆପଡାରୁ ୮, ପୁରୀରୁ ୪, ରାୟଗଡାରୁ ୩, ସମ୍ବଲପୁରରୁ ୯, ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟ ପୁଲ୍‌ରୁ ୩ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ୧୨୮୬ ଜଣ ଏକ୍‌ଟିଭ୍‌ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

nrusinghnath
Leave A Reply

Your email address will not be published.