ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮୫ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

one + fifteen =

error: Content is protected !!