pakka

କରୋନାର କରୁଣ ଚିତ୍ର : ୨୪ ଘଣ୍ଟାରେ ଆଉ ୧୫ ଜଣଙ୍କ ଜୀବନ ନେଲା

bbehera

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢି ବଢି ଚାଲିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟାରେ ଆଉ ୧୫ ଜଣଙ୍କ ଜୀବନ ନେଇଛି କରେନା । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ସେହିପରି ରାୟଗଡ଼ାରୁ ୩, ସୁନ୍ଦରଗଡ଼ରୁ ୨, କଳାହାଣ୍ଡିରୁ ୨, ସୁବର୍ଣ୍ଣପୁର, ପୁରୀ ଓ କଟକରୁ ଜଣେ ଲେଖାଏ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୨ ହଜାର ୮୮କୁ ବୃଦ୍ଧି ପାଇଛି ।

jay balangir
Leave A Reply

Your email address will not be published.

seven − 3 =

error: Content is protected !!