କରୋନା ଟୀକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶା By Koshala Prabaha On Monday 1st March 2021, 12:12 pm Share ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଟୀକା ନେଲେ । ରାଜ୍ୟରେ ଦ୍ବିତୀୟ ପର୍ୟ୍ୟାୟ ଟୀକାକରଣ ଚାଲିଥିବାବେଲେ ଆଜି ଏଭି ଅଭିଯାନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ଡିସ୍ପେନ୍ସାରିରେ ଟୀକା ନେଇଛନ୍ତି । bhubaneswar news