ଏକ୍‌ଟିଭ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଲାଙ୍ଗିର ଜିଲ୍ଲାରେ ୨୭ : ଆଜି ୨ ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏବେ ବଲାଙ୍ଗିର ଜିଲ୍ଲାରେ କରୋନା ଏକ୍‌ଟିଭ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ରହିଥିବା ବେଳେ ଆଜି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ବୋଲି ସରକାରୀ ସୂତ୍ରରେ କୁହାଯାଇଛି । ତେବେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ.୧ ଓ ୨୧ରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଥିବା କୁହାଯାଇଛି ।

Leave A Reply

Your email address will not be published.