om academy

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କୋଭିଡ୍ ପଜିଟିଭ୍ ଚିହ୍ନଟ

jsm

ଭୁବନେଶ୍ୱର : ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଏନେଇ ସେ ଟୁଇଟ୍ କରି ସୂଚନା ଦେଇଛନ୍ତି । ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟେଷ୍ଟ୍ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦୈନିକ ପଜିଟିଭ୍ ହାର ବୃଦ୍ଧି ପାଉଛି । ତେବେ ଗତକାଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇ କହିଥିଲେ ଯେ, ସଂକ୍ରମଣ ଧୀରେ ଧୀରେ କମି କମି ଆସୁଛି । ତେଣୁ କୋଭିଡ୍ ଗାଇଡଲାଇନ୍‌କୁ ଭଲ ଭାବରେ ପାଳନ କରିବା ଦ୍ୱାରା ସଂକ୍ରମଣ ପୁଣିଥରେ କମି ଆସିବ ।

Leave A Reply

Your email address will not be published.