ଡେଲାଙ୍ଗ ବ୍ଲକରେ ୩୮୪ଜଣ ନିର୍ବାଚନ କର୍ମଚାରୀ କୋଭିଡ ବୁଷ୍ଟର ଡୋଜ ଟିକା ନେଲେ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନିୟୋଜିତ କର୍ମଚାରୀମାନଙ୍କୁ ତଥା ଯେଉଁମାନେ କୋଭିଡର ପ୍ରଥମ ଓ ଦ୍ଵିତୀୟ ଡୋଜ ନେଇଥିଲେ, ସେମାନଙ୍କୁ ତୃତୀୟ ଡୋଜ ବୁଷ୍ଟର ଟିକା ଦେବା ଡେଲାଙ୍ଗ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ମହତାବ ଉଚ୍ଚ ବିଦ୍ୟାଳୟ ପରିସରରେ ଟୀକାକରଣ ଆରମ୍ଭ ହୋଇଯାଇଛି । ଏହି ଟିକା କେନ୍ଦ୍ରରେ ଗୁରୁବାର ୩୮୪ ଜଣ କର୍ମଚାରୀଙ୍କୁ କୋଭିଡ ବୁଷ୍ଟର ଡୋଜ ଦିଆଯାଇଥିବା ବ୍ଲକ ନିର୍ବାଚନ ଅଧିକାରୀ ତଥା ବିଡ଼ିଓ ଦିଲ୍ଲୀପ କୁମାର ଷଡ଼ଙ୍ଗୀ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.