ପୁଣି ଖୋଲିବ ବ୍ରହ୍ମପୁର କୋଭିଡ୍‌ ହସ୍ପିଟାଲ୍‌ : କରୋନା ସଂକ୍ରମଣର ଦ୍ୱିତୀୟ ପ୍ରବାହ ଆଶଙ୍କା

ବ୍ରହ୍ମପୁର : ସହରର ଉପକଣ୍ଠରେ ଥିବା ଟାଟା କୋଭିଡ୍‌ ହସ୍ପିଟାଲ୍‌ ପୁଣି ଖୋଲିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ଜଣାପଡ଼ିଛି । ତେବେ କରୋନା ଭାଇରସ୍‌ ସଂକ୍ରମଣର ଦ୍ୱିତୀୟ ପ୍ରବାହ ଆଶଙ୍କା ରହିଥିବା ଅନୁମାନ କରାଯାଉଛି । ସୂଚନା ଅନୁସାରେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମଣ ଉଲ୍ଲେଖନୀୟ ଭାବେ କମିଥିବାରୁ ଆସନ୍ତା ନଭେମ୍ବର ୩୦ ତାରିଖରୁ ଟାଟା କୋଭଡ୍‌ ହସ୍ପିଟାଲ୍‌ ବନ୍ଦ କରିବାକୁ ଜିଲ୍ଲାସ୍ତରୀୟ ପ୍ରଶାସନିକ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

Leave A Reply

Your email address will not be published.