pakka

ରାଜ୍ୟରେ କୋଭିଡ ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସୂଚନା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ କୋଭିଡ ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସୂଚନା ଦେଇଥିବା ବେଳେ କରୋନାର ତୃତୀୟ ଲହରରେ ଓମିକ୍ରନ ଅଧିକ ସଂକ୍ରମିତ କରୁଛି ବୋଲି କହିଛନ୍ତି । ରାଜ୍ୟରେ ୧୦୦ ଜଣରୁ ମାତ୍ର ୨ ଜଣ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି ବୋଲି ସେ ସୂଚନା ଦେବା ସହ ରାଜ୍ୟବାସୀଙ୍କୁ ଭୟଭୀତ ନ ହେବା ପାଇଁ ମୁଖ୍ୟ ଶାସନ ସଚିବ ଅନୁରୋଧ କରିଛନ୍ତି ।

jay balangir
Leave A Reply

Your email address will not be published.

five + fourteen =

error: Content is protected !!