pakka

ଯୁବା ଗ୍ରାମ ଠାରେ କ୍ରିକେଟ ଟୁର୍ନାମେଣ୍ଟ ଆୟୋଜିତ : ଯୋଗ ଦେଲେ ବିଧାୟକ ସରୋଜ

bbehera

ପାଟଣାଗଡ, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ବେଲପଡା ବ୍ଲକର ଯୁବା ଗ୍ରାମ ଠାରେ ଆଜି ଏକ କ୍ରିକେଟ ଟୁର୍ନାମେଣ୍ଟ ଆୟୋଜିତ ହୋଇଥିଲା । ଆୟୋଜିତ କ୍ରିକେଟ ଟୁର୍ନାମେଣ୍ଟରେ ମୁଖ୍ୟ ଅତିଥି ଭାବେ ସରାକାରୀ ଦଳ ଉପମୁଖ୍ୟ ସଚେତକ ତଥା ପାଟଣାଗଡ ବିଧାୟକ ସରୋଜ କୁମାର ମେହେର ଯୋଗ ଦେଇ ଫାଇନାଲରେ ବିଜୟ ହୋଇଥିବା ଦଳକୁ ପୁରସ୍କୃତ କରିଥିଲେ ।

Leave A Reply

Your email address will not be published.

2 × five =