csstore

ମା’ ମାଉଳି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭୁସଲାଡ଼ ଗ୍ରାମରେ ମା’ ମାଉଳି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା, ସମ୍ମାନୀୟ ଅତିଥି ଭାବେ ଭୁସଲାଡର ପୂର୍ବତନ ସରପଂଚ ଯୁବରାଜ ବେହେରା, ସିନ୍ଧେକେଲା କଂଗ୍ରେସ କର୍ମୀ ରାଜୀବ ସାହୁ, ପୂର୍ଣ୍ଣ ଦାସ, ଧନୁ ଥାନପତି ପ୍ରମୁଖ ଯୋଗ ଦେବା ସହିତ ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ ଭୁସଲାଡ ଗ୍ରାମ ପଞ୍ଚାୟତର ବହୁ ଲୋକ ଯୋଗଦାନ କରିଥିଲେ ।

jayashree
Leave A Reply

Your email address will not be published.