ଜିଲ୍ଲାସ୍ତରୀୟ ଗୋଲଡେନ ଷ୍ଟାର କ୍ରିକେଟ ଟୁର୍ଣ୍ଣାମେଣ୍ଟ ପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଉ ଦିନ କେଇଟା ପରେ ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ଖଇରପାଲି ହାଇସ୍କୁଲ ପଡ଼ିଆଠାରେ ଆରମ୍ଭ ହେବ ୯ ତମ ଜିଲ୍ଲାସ୍ତରୀୟ ଗୋଲଡେନ ଷ୍ଟାର କ୍ରିକେଟ କପ୍‌ । ଏନେଇ ଜୋରଦାର ଚାଲିଛି ପ୍ରସ୍ତୁତି । ଆସନ୍ତା ୫ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ ।

Leave A Reply

Your email address will not be published.

20 + eighteen =