ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲା : ଆଜି ପତ୍ନୀ ବିଦ୍ୟାଭାରତୀଙ୍କୁ ଜେରା କରିବ କ୍ରାଇମ୍‌ବ୍ରାଞ୍ଚ

ପାରଳାଖେମୁଣ୍ଡି : ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲାରେ ଆଜି ପତ୍ନୀ ବିଦ୍ୟାଭାରତୀଙ୍କୁ ଜେରା କରିବ କ୍ରାଇମ୍‌ବ୍ରାଞ୍ଚ । ଜେରା ପରେ ଦ୍ୟାଭାରତୀଙ୍କ ବୟାନ ରେକର୍ଡ କରାଯିବ । କ୍ରାଇମ୍‌ ଏଗେନ୍‌ଷ୍ଟ ଓ୍ୱିମେନ୍ ଓ୍ୱିଙ୍ଗର ଦୁଇ ଜଣ ମହିଳା ଅଧିକାରୀ ଜେରାରେ ସାହାଯ୍ୟ କରିବା ପାଇଁ ସାମିଲ ହେବେ । ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.

14 − 11 =