ଭୁବନେଶ୍ୱର, (କେପିଏନ୍ଏସ୍) : ସୋସିଆଲ ମିଡ଼ିଆରେ ମାତିଛନ୍ତି ଡିଜିଟାଲ ସୁନ୍ଦରୀ, ତେଣୁ ଆପଣମାନେ ଅଶ୍ଳୀଳ ଭିଡିଓ ଚାଟ୍ରୁ ଦୂରେଇ ରୁହନ୍ତୁ । ଫେକ୍ ଆକାଉଣ୍ଟ ଜରିଆରେ ଅଶ୍ଳୀଳ ଭିଡ଼ିଓ ଚାଟ୍ କରି ବ୍ଲାକମେଲିଂ ଜରିଆରେ ଆପଣଙ୍କଠୁ ଏମାନେ ଅନେକ ଟଙ୍କା ଲୁଟିନେଇ ପାରନ୍ତି । ସାଇବର ଠକଙ୍କ ଏ ନୂତନ କୌଶଳ ପ୍ରତି ସାବଧାନ ରୁହନ୍ତୁ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Next Post