ତୈଳ ଦର ବୃଦ୍ଧିର ପ୍ରତିବାଦରେ ସାଇକେଲ୍ ଚଢ଼ି ବିଧାନସଭା ଆସିଲେ କଂଗ୍ରେସ ବିଧାୟକ

ଭୁବନେଶ୍ୱର : ଦିନକୁ ଦିନ ବୃଦ୍ଧି ହେବାକୁ ଲାଗିଛି ତୈଳ ଦର । ଶହେ ଟଙ୍କା ପାଖାପାଖି ହେଲାଣି ପେଟ୍ରୋଲ ଓ ଡିଜେଲ ଦାମ୍ । ତେବେ ତୈଳ ଦର ବୃଦ୍ଧିର ପ୍ରତିବାଦରେ ସାଇକେଲ୍ ଚଢ଼ି ବିଧାନସଭା ଆସିଲେ କଂଗ୍ରେସ ବିଧାୟକ । ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ସାଇକେଲ୍ ଚଳାଇ ବିଧାନସଭା ଆସିଥିଲେ । ସେହିପରି ତାରା ପ୍ରସାଦ ବାହିନୀପତି ଓ ବିଧାୟକ ଅଧିରାଜ ପାଣିଗ୍ରାହୀ ବି ସାଇକେଲ ଚଢ଼ି ଆସିଥିଲେ ବିଧାନସଭା ।

Leave A Reply

Your email address will not be published.