pakka

ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ : ନନ୍ଦ ସାର୍‌ଙ୍କ ବିୟୋଗ ସମଗ୍ର ଦେଶର ଶିକ୍ଷା ସମାଜ ପାଇଁ ଅପୂରଣୀୟ କ୍ଷତି – ଧର୍ମେନ୍ଦ୍ର ପ୍ରଧାନ

bbehera

ଭୁବନେଶ୍ୱର, (ପିଆଇବି) : ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ତଥା ନନ୍ଦ ସାର୍‌ଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଶୋକବାର୍ତାରେ କହିଛନ୍ତି, ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ତଥା ନନ୍ଦ ସାର୍‌ଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ବିନା ପାରିଶ୍ରମିକରେ ତିନି ପିଢ଼ି ଧରି ନୀରବଚ୍ଛିନ୍ନ ଭାବେ ଛୋଟ ଛୋଟ ପିଲାଙ୍କୁ ଶିକ୍ଷାଦାନ କରି ଆସୁଥିବା ନନ୍ଦ ସାର୍‌ଙ୍କ ବିୟୋଗ କେବଳ ଓଡ଼ିଶା ନୁହେଁ ବରଂ ସମଗ୍ର ଭାରତର ଶିକ୍ଷା ସମାଜ ପାଇଁ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆଞଗାର ସଦଗତି କାମନା କରୁଛି ।

Leave A Reply

Your email address will not be published.

20 − two =