oum

ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ପାଇଁ ଦାବୀ

jsm

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ହିଆଲ ଗ୍ରାମ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି । ମିଳିଥିବା ଅନୁସାରେ ହିଆଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗାଁଗୁଡ଼ିକରେ ଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପ୍ରକୃତ ହିତାଧିକାରୀମାନେ ଯୋଜନାରୁ ବଞ୍ଚିତ ହେଉଛନ୍ତି । ଏଣୁ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ସମାଧାନ କରିବାକୁ ଦାବୀ ହେଉଛି ।

Leave A Reply

Your email address will not be published.