mahavir

ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ଦାବିପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଗାନ୍ଧୀ ଷ୍ଟାଡିୟମ ଠାରେ ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ, ୨ ମନ୍ତ୍ରୀ ଓ ୨ ବିଧାୟକଙ୍କ ସହ ସଚିବ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଓ ଜିଲ୍ଲାପାଳ ମଞ୍ଚରେ ମଞ୍ଚାସିନ ଥିଲେ । ତେବେ ଏହାରି ଭିତରେ ବଲାଙ୍ଗିର ଜିଲ୍ଲାର ସାମୂହିକ ବିକାଶ ଲାଗି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଏକ ଦାବିପତ୍ର ପ୍ରଦାନ କରିଥିବା ସୂଚନା ରହିଛି ।

Leave A Reply

Your email address will not be published.