ପୌରପରିଷଦ ଅନ୍ତର୍ଗତ ୱାର୍ଡ ନଂ.୨ର ଶାନ୍ତିପଡାରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ପୌରଧ୍ୟକ୍ଷାଙ୍କୁ ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରପରିଷଦ ଅନ୍ତର୍ଗତ ୱାର୍ଡ ନଂ.୨ର ଶାନ୍ତିପଡାରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନକୁ ନେଇ ଆଜି ସ୍ଥାନୀୟ ପୌରପରିଷଦ କାର୍ଯ୍ୟାଳୟରେ ଶାନ୍ତିପଡାର ବାସିନ୍ଦା ମାନେ ପୌରାଧ୍ୟକ୍ଷା ଲିକା ସାହୁଙ୍କୁ ଭେଟି ଏକ ଦାବୀପତ୍ର ପ୍ରଦାନ କରିଛନ୍ତି । ପୌରାଧ୍ୟକ୍ଷା ଶ୍ରୀମତୀ ସାହୁ ପଡାକୁ ପରିଦର୍ଶନ କରିବି କହିବା ସହ ପଡାରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ଅତି ଶୀଘ୍ର ପୂରଣ ହେବ ବୋଲି ପ୍ରତିଶୃତି ଦେଇଛନ୍ତି ।

Leave A Reply

Your email address will not be published.