ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ଗନ୍ଧମାର୍ଦ୍ଦନ ଟ୍ରଷ୍ଟ ତରଫରୁ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ପର୍ଯ୍ୟଟନସ୍ଥଳୀ ହରିଶଙ୍କରରେ ପର୍ଯ୍ୟଟକ ଅସୁରକ୍ଷିତ ଅବସ୍ଥାରେ ରହୁଛନ୍ତି । ନିକଟରେ ଗଣ୍ଡଗୋଳ ଘଟଣା ଏହାର ଉଦାହରଣ । ତେବେ ପର୍ଯ୍ୟଟକମାନଙ୍କ ସୁରକ୍ଷା ଓ ଅନ୍ୟାନ୍ୟ ସମସ୍ୟାର ସମାଧାନ ଦାବୀ କରି ଶୁକ୍ରବାର ଗନ୍ଧମାର୍ଦ୍ଦନ ଟ୍ରଷ୍ଟ ତରଫରୁ ଜିଲ୍ଲାପାଳଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ଏଥିରେ ଟ୍ରଷ୍ଟର ବହୁ ସଦସ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.