om academy

ଜିଏସ୍‌ଟି କମିଶନର ଭାବେ ସଞ୍ଜୟ କୁମାର ସିଂଙ୍କ ଦାୟିତ୍ୱ ଗ୍ରହଣ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ବାଣିଜ୍ୟ କର ତଥା ଜିଏସ୍‌ଟି କମିଶନର ଭାବେ ଗତକାଲି କଟକ ସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଭାଗୀୟ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଏହାର ସୁଫଳ ଯେପରି ଉପଭୋକ୍ତା ପାଇବେ ସେ ନେଇ ଯତ୍ନଶୀଳ ହେବାକୁ ଶ୍ରୀ ସିଂ ପରାମର୍ଶ ଦେଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.