pakka

ଗୁଣପୁର ଉପଜିଲ୍ଲାପାଳ ଭାବେ ଦାୟିତ୍ଵ ଗ୍ରହଣ କଲେ ଲଳିତ କୁମାର କହଁର

bbehera

ଗୁଣପୁର : ଗୁଣପୁରର ନୂଆ ଉପଜିଲ୍ଲାପାଳ ଭାବେ ଦାୟିତ୍ଵ ଗ୍ରହଣ କଲେ ଲଳିତ କୁମାର କହଁର । ସେ ଆଜି ପୂର୍ବତନ ଉପ ଜିଲ୍ଲାପାଳ ତଥା ପ୍ରକଳ୍ପ ପ୍ରଶାସକ ଲୋକନାଥ ଦଲବେହେରାଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ସେ ଗଜପତି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ ।

jay balangir
Leave A Reply

Your email address will not be published.

seven − two =