କଟକ : ସ୍ନାୟୁଶଲ୍ୟ(ନ୍ୟୁରୋସର୍ଜରୀ) ବିଭାଗର ବରିଷ୍ଠ ପ୍ରଫେସର ଡାକ୍ତର ସୁଧାଂଶୁ ମିଶ୍ର ଏସ୍ସିବିର ନୂଆ ଅଧୀକ୍ଷକ ନିଯୁକ୍ତ ହୋଇଛନ୍ତି । ଗୁରୁବାର ସେ ବିଦାୟୀ ଅଧୀକ୍ଷକ ପ୍ରଫେସର ଡାକ୍ତର ଲୁସି ଦାସଙ୍କଠାରୁ କାର୍ଯ୍ୟଭାର ଗ୍ରହଣ କରିବେ । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବୁଧବାର ଡାକ୍ତର ମିଶ୍ରଙ୍କ ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି ।
Prev Post