ବଲାଙ୍ଗିର ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ପୁଣି ଥରେ ମନୋନୀତ ହେଲେ ଦମୟନ୍ତୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବଲାଙ୍ଗିର ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ପୁଣି ଥରେ ମନୋନୀତ ହୋଇଛନ୍ତି ଦମୟନ୍ତୀ ବାଗ । ଏଥିପାଇଁ ସୁପ୍ରିମୋ ନବୀନ ପଟନାୟକଙ୍କୁ ଧନ୍ୟବାଦ ଜଣାଇବା ସହ ପୂର୍ବତନ ରାଜ୍ୟସଭା ସାଂସଦ ଅନଙ୍ଗ ଉଦୟ ସିଂହଦେଓ, ପୂର୍ବତନ ଲୋକସଭା ସାଂସଦ କଳିକେଶ ନାରାୟଣ ସିଂହଦେଓ ଏବଂ ଯୁବନେତା ଅର୍କେଶ ନାରାୟଣ ସିଂହଦେଓଙ୍କୁ ଧନ୍ୟବାଦ ଜଣାଇଛନ୍ତି ଶ୍ରୀମତୀ ବାଗ ।

Leave A Reply

Your email address will not be published.

2 × 2 =