ଦନ୍ତା ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ସମ୍ବଲପୁର : ଦିନକୁ ଦିନ ହାତୀ ଉପଦ୍ରବ ବଢିବାରେ ଲାଗିଥିବା ବେଳେ ଅନେକ ନିରୀହ ଲୋକ‌ଙ୍କ ପ୍ରାଣ ଯାଉଛି । ତେବେ ଆଜି ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ବସାଲୋଇ ଗାଁରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ ।

Leave A Reply

Your email address will not be published.