ରେଢ଼ାଖୋଲ ବନଖଣ୍ଡରୁ ଦନ୍ତାହାତୀର ମୃତଦେହ ଉଦ୍ଧାର

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବନଖଣ୍ଡ ଅନ୍ତର୍ଗତ ବଡବାହାଲ ରେଞ୍ଜ କରଡାପାଲ ଗାଁ ମୁଣ୍ଡରେ ଥିବା ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଥିବା ଖବର ମଳିଛି । ଖବର ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଁଞ୍ଚି ଏହାର ତଦନ୍ତ କରୁଥିବା ବେଳେ ଗତକାଲି ରାତିରୁ ହାତୀର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ତେବେ କେଉଁ କାରଣରୁ ହାତୀର ମୃତ୍ୟୁ ହୋଇଛି ତାହା ଜଣାପଡି ନାହିଁ ।

Leave A Reply

Your email address will not be published.