ସନ୍ଧ୍ୟାରେ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପବିତ୍ର ମହାଶିବରାତ୍ରୀ । ସେଥିଲାଗି ଚଳଚଞ୍ଚଳ ହୋଇ ଉଠିଛି ଶ୍ରୀଲିଙ୍ଗରାଜଙ୍କ ପୀଠ । ଏହି ଅବସରରେ ସଂଧ୍ୟାରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସାଙ୍ଗରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉପସ୍ଥିତ ରହିବେ । ପ୍ରଭୁଙ୍କୁ ଦର୍ଶନ କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ ହେବେ ।

Leave A Reply

Your email address will not be published.