ls

ଆଜି ଶ୍ରୀ ଜଗନ୍ନାଥଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

sb

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ଆରମ୍ଭ ହୋଇଛି । ତାଟି ଫିଟିବା ପରେ ଦକ୍ଷିଣ ଦ୍ୱାର ଦେଇ ଭକ୍ତ ମହାପ୍ରଭୁଙ୍କ ପରିମାଣିକ ଦର୍ଶନ କରୁଛନ୍ତି । ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସକାଳ ୮ଟାରୁ ଆରମ୍ଭ ହୋଇ ୯ଟା ପର୍ଯ୍ୟନ୍ତ ୧ଘଣ୍ଟା ପାଇଁ ପରିମାଣିକ ଦର୍ଶନ ହେବ । ପରେ ସକାଳ ୯ଟାରୁ ୧୦ଟା ୩୦ ଯାଏ ସର୍ବସାଧାରଣ ଦର୍ଶନ ହେବ । ସେହିପରି ଦିନ ୨ଟାରୁ ୩ଟା, ସନ୍ଧ୍ୟା ୬ଟାରୁ ୬ଟା ୩୦, ରାତି ୯ଟାରୁ ୧୦ଟା ୩୦, ରାତି ୧୧ଟା ୩୦ରୁ ୧୨ଟା ୩୦ ଯାଏ ସର୍ବସାଧାରଣ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ କରାଯାଇଛି ।

pc pk
Leave A Reply

Your email address will not be published.